ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ । ଦୁଇଟି ଗେଟରେ ପର୍ଯ୍ୟଟକ ଭିତରକୁ ପ୍ରବେଶ କରିପାରିବେ । ପିଠାବଟା ଓ କାଲିଆଣୀ ଏହି ଦୁଇ ଫାଟକରେ ପ୍ରବେଶ କରିବେ । ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବାକୁ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି । ଶିମିଲିପାଳ ବ୍ୟାଘ୍ର ସଂରକ୍ଷଣ ଡେପୁଟି ଡାଇରେକ୍ଟରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Related Posts