ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେ ୩ ଆଫଗାନୀ କ୍ରିକେଟର୍‌ ମୃତ; ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜରୁ ଓହରିଲାଆଫଗାନିସ୍ତାନ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପାକଟିକା ପ୍ରଦେଶରେ ପାକିସ୍ତାନର ଏୟାର୍‌ ଷ୍ଟ୍ରାଇକ୍‌ରେରେ ୩ ଆଫ୍‌ଗାନୀ କ୍ରିକେଟର୍‌ଙ୍କ ମୃତ୍ୟୁ ହୋଇଛି । ତିନି ଜଣ ଆଫଗାନିସ୍ତାନ ଘରୋଇ କ୍ରିକେଟର ଥିବାବେଳେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ ପାକିସ୍ତାନ ଏବଂ ଶ୍ରୀଲଙ୍କାକୁ ନେଇ ହେବାକୁ ଥିବା ଆଗାମୀ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜରୁ ଓହରି ଯିବାର ନିଷ୍ପତ୍ତି ଘୋଷଣା କରିଛି।

Related Posts