ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆରମ୍ଭ ହେଲା ଐତିହାସିକ କଟକ ବାଲିଯାତ୍ରା। ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ । ଏଥିରେ ଅତିଥି ଭାବେ ସାମିଲ ହୋଇଛନ୍ତି ଇଣ୍ଡୋନେସିଆ ରାଷ୍ଟ୍ରଦୂତ । ଉଦଘାଟନୀ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବାଲିଯାତ୍ରା ଓଡିଆ ଜାତିର ସାହସ, ଦୃଢସଙ୍କଳ୍ପ ଓ ସାମୁଦ୍ରିକ ବାଣିଜ୍ୟ ସଂସ୍କୃତିର ଜୀବନ୍ତ ସ୍ମୃତି । ବାଲିଯାତ୍ରା ଅୟୋଜନ ପାଇଁ ସରକାରୀ ଅନୁଦାନକୁ ୨ କୋଟିରୁ ୧୦ କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ମୁଖ୍ୟମନ୍ତ୍ରୀ ।

Related Posts