ତେଲେଙ୍ଗାନା ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ପୋରଣ, ଜଣେ ଯବାନ ଗୁରୁତର

ମାଲକାନଗିରି ତେଲେଙ୍ଗାନା ସୀମାନ୍ତରେ ଲ୍ୟାଣ୍ଡମାଇନ ବିସ୍ପୋରଣ | ଫଳରେ ଲ୍ୟାଣ୍ଡମାଇନ ବିସ୍ପୋରଣରେ ଜଣେ ଯବାନ ଗୁରୁତର ଆହତ ହୋଇଛନ୍ତି । ଜଣେ ଗ୍ରେହାଣ୍ଡ RSI ଯବାନ ଗୁରୁତର ହୋଇଛନ୍ତି ।ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲେଙ୍ଗାନା ବଡାରି କାତା ଗୁଡ଼େମ ଜିଲ୍ଲାର ଚାର୍ଲା ଥାନା ଅନ୍ତର୍ଗତ ବାଟେନପାଲ୍ଲୀ ଓ ଏରାମପୁଡୁ ଗ୍ରାମ ରାସ୍ତାରେ ଯବାନ ମାନେ କୁମ୍ବିଙ୍ଗ ଅପରେସନ କରୁଥିବା ସମୟରେ ଏହି ବିସ୍ଫୋରଣ ହୋଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ ରେ ଭର୍ତି କରାଯାଇଛି |

Related Posts