ନଦୀକୁ ଖସିପଡିଲା RTC ବସ, ୮ ଜଣଙ୍କ ମୃତ୍ୟୁ

ଆନ୍ଧ୍ରପ୍ରଦେଶ ପଶ୍ଚିମ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।ରେଲିଂରେ ଧକ୍କା ହୋଇ ତଳକୁ ଖସି ପଡିଲା RTC ବସ । ଫଳରେ ୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି ଦୁର୍ଘଟଣାରେ ଅନ୍ୟ ୬ଜଣ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଅଧିକାଂଶ ଛୋଟ ପିଲା ଓ ମହିଳା ଥିବା ଜଣାପଡ଼ିଛି । ବସରେ ଥିବା ଅନ୍ୟ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।

ଦୁର୍ଘଟଣା ସମୟରେ ବସରେ 40ରୁ ଊର୍ଦ୍ଧ୍ବ ଯାତ୍ରୀ ଥିବା ଜଣାପଡ଼ିଛି ।

Related Posts