ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ ଉପରେ ସାରା ରାଜ୍ୟର ନଜର ରହିଛି । ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ୧୨,୮୧୫ ଭୋଟରେ ଆଗୁଆ ଅଛନ୍ତି। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଚତୁର୍ଥ ରାଉଣ୍ଡରେ ୧୮୯୦୩ ଭୋଟ୍ ପାଇଥିବା ବେଳେ BJD ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ତୃତୀୟ ସ୍ଥାନରେ ରହି ୫୩୨୦ ଭୋଟ୍ ପାଇଛନ୍ତି।





