ନୂଆପଡ଼ା ଉପନିର୍ବାଚନ; ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ, ମୈଦାନରେ ଓହ୍ଲାଇବେ ୩ ଦଳର ହେଭିୱେଟ୍

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା । ତେବେ ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ । ଏହାସହ ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ, ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ, ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି । ସେପଟେ ନାମାଙ୍କନ ସରିଥିବା ବେଳେ ଆଜିଠୁ

Related Posts