ଭୁବନେଶ୍ବର, (ସତ୍ୟପାଠବ୍ୟୁରୋ)-c

ମନୋଜ ପାଢ଼ୀ ବହିଗୁଡ଼ିକର ତଥ୍ୟଗତ, ବୈଜ୍ଞାନିକ, ଭୌଗୋଳିକ ଓ ଚିତ୍ର ସମ୍ପର୍କିତ ତ୍ରୁଟିଗୁଡ଼ିକୁ ସଠିକ୍ ଭାବେ ଯାଞ୍ଚ ନକରି ଜାଣିଶୁଣି ପ୍ରିଣ୍ଟିଂ ପାଇଁ ଅନୁମୋଦନ ଦେଇଥିବା ଅଭିଯୋଗ ହୋଇଥିଲା । ଏହି ମାମଲାରେ ପୂର୍ବରୁ ସରକାର ମନୋଜ ପାଢ଼ୀଙ୍କ ସମେତ ୩ ଜଣ ସହକାରୀ ନିର୍ଦ୍ଦେଶକଙ୍କୁ ନିଲମ୍ବିତ କରିଥିଲେ। ୬ ଜଣ ସହକାରୀ ନିର୍ଦ୍ଦେଶକଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ମଧ୍ୟ ନିଆଯାଇଥିଲା ।