ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଆଜି କ୍ୟାବିନେଟ୍ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଆଜି କ୍ୟାବିନେଟ୍ ବୈଠକ । ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର । ସଂଧ୍ୟା ୫ଟାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ କ୍ୟାବିନେଟର ବୈଠକ ।

ଏହି ବୈଠକରେ କ୍ୟାବିନେଟ୍‌ ମନ୍ତ୍ରୀ ସମେତ ସଚିବମାନେ ଉପସ୍ଥିତ ରହିବ । ଯେଉଁଥିରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିପାରେ ।

Related Posts