ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁସଂଖ୍ୟା ୮୪୩୩କୁ ବୃଦ୍ଧି

ରାଜ୍ୟରେ କରୋନା ମୃତକ ଓ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରସ ପାଇଥିବା ବେଳେ, ଗତ ୨୪ ଘଣ୍ଟାରେ ୧୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୨ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୩୩ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Related Posts