ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହସ୍ପିଟାଲରୁ ଡିସଚାର୍ଜ ହୋଇ ଘରକୁ ଫେରିଲେ ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ର । ଜୀବନ ପାଇଁ ଦୀର୍ଘ ସଂଘର୍ଷ ପରେ ହି-ମ୍ୟାନ୍ ଘରକୁ ଫେରିଛନ୍ତି। ଖବର ଅନୁଯାୟୀ, ଧର୍ମେନ୍ଦ୍ରଙ୍କ ପରିବାର ତାଙ୍କୁ ହସ୍ପିଟାଲରୁ ଘରକୁ ନେବାକୁ ନିଷ୍ପତ୍ତି ନେଇଛନ୍ତି। ବ୍ରିଚ୍ କ୍ୟାଣ୍ଡିର ଡାକ୍ତରମାନେ ଅଭିନେତାଙ୍କୁ ଡିସଚାର୍ଜ କରିବାକୁ ପରାମର୍ଶ ଦେଇଛନ୍ତି। ହସ୍ପିଟାଲ ବାହାରର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

Related Posts