ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍

ସତ୍ୟପାଠ ବ୍ୟୁରୋ : ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୧୦ଟି ଗେଟ୍ । ଏବେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ମହାନଦୀ ଉପର ମୁଣ୍ଡରେ ବର୍ଷା କମ୍ ହେଉଥିବାରୁ ଗେଟ୍ ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୧୯.୪୫ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୯୬ ହଜାର ୮୩୬ କ୍ୟୁସେକ୍ ଜଳ । ସେହିପରି ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୩୯ ହଜାର ୮୪୬ କ୍ୟୁସେକ୍ ଜଳ ।

Related Posts