ଭୁବନେଶ୍ୱର,୨୨/୫(ସତ୍ୟପାଠ ବ୍ୟୁରୋ): ଆସନ୍ତା ୨୬ ତାରିଖ ଅପରାହ୍ନରେ ପ୍ରକାଶ ପାଇବ ଦ୍ୱାଦଶ ଶ୍ରେଣୀ ରେଜଲ୍ଟ। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷାର ରେଜଲ୍ଟ ଆସିବ। www.orissaresults.nic.in ରେ ପ୍ରକାଶ ପାଇବ ରେଜଲ୍ଟ। ରେଜଲ୍ଟ ବାହାରିବା ନେଇ CHSE ପକ୍ଷରୁ ସୂଚନା ଦିଆଯାଇଛି। ଚଳିତବର୍ଷ ଯୁକ୍ତ ୨ ପରୀକ୍ଷା ୧୬ ଫେବ୍ରୁଆରୀରୁ ଆରମ୍ଭ ହୋଇ ୨୦ ମାର୍ଚ୍ଚ ଯାଏଁ ଚାଲିଥିଲା।





