ଭୁବନେଶ୍ୱର : ଆସନ୍ତା ୨୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ୍‌ ସମ୍ମେଟିଭ୍‌ ଆସେସମେଣ୍ଟ-୧ ପରୀକ୍ଷା। ଏହି ପରୀକ୍ଷା ନଭେମ୍ବର ୨୩ରୁ ଆରମ୍ଭ ହେବ । ଯାହା ୩୦ ତାରିଖ ଯାଏ ଚାଲିବ। ଏନେଇ ବୋର୍ଡ କତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି।

ଚଳିତ ବର୍ଷ ୩୦୨୯ଟି ସେଣ୍ଟରରେ ୫ ଲକ୍ଷ ୩୨ ହଜାର ୭୧୨ ଜଣ ପରୀକ୍ଷା ଦେବେ ଛାତ୍ରୀଛାତ୍ର। ତେବେ ୩୧୬ ନୋଡାଲ ସେଣ୍ଟରରେ ପ୍ରଶ୍ନପତ୍ର ରହିବ।