ଲୋକସେବା ଭବନରେ ନିଆଁ; ଆୟତ କରିବାକୁ ଅଗ୍ନିଶମ କର୍ମଚାରୀଙ୍କ ଉଦ୍ୟମ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାଜଧାନୀରେ ଥିବା ଲୋକସେବା ଭବନରେ କୌଣସି କାରଣରୁ ନିଆଁ ଲାଗିଯାଇଛି । ଲୋକସେବା ଭବନର ପ୍ରଥମ ମହଲାରେ ନିଆଁ ଲାଗିଛି । ଏହି ପ୍ରଥମ ମହଲାରେ ରାଜସ୍ୱ ବିଭାଗର କାର୍ଯ୍ୟାଳୟ ରହିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛି ।

Related Posts