ବିଜେଡିରୁ ଇସ୍ତଫା ଦେଲେ ତେଲକାଇ ବିଧାୟକ ପ୍ରେମାନନ୍ଦ ନାୟକ

ଭୁବନେଶ୍ୱର,୯/୨(ସତ୍ୟପାଠ ବ୍ୟୁରୋ):  ବିଜେଡି ଛାଡ଼ିଲେ ତେଲକୋଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରେମାନନ୍ଦ ନାୟକ। ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରେମାନନ୍ଦ। ଦଳରେ ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଅକ୍ଟୋବର ମାସରେ ମୁଖ୍ୟମନ୍ତ୍ରୀଙ୍କୁ ଇସ୍ତଫାପତ୍ର ଦେଇଥିବା କହିଲେ ପ୍ରେମାନନ୍ଦ ନାୟକ।

Related Posts