ଭୋଟ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୫/୫(ସତ୍ୟପାଠ ବ୍ୟୁରୋ):   ଗଣତନ୍ତ୍ରର ମହାନ ପର୍ବ ନିର୍ବାଚନରେ ଆଜି ଚାଲିଛି ଷଷ୍ଠ ପର୍ଯ୍ୟାୟ ମତଦାନ। ୬ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳର ଜନତା ମତସାବ୍ୟସ୍ତ କରୁଥିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, କ୍ରିକେଟର ତଥା ରାଜନେତା ଗୌତମ ଗମ୍ଭୀର, ସୋନିଆ ଗାନ୍ଧି ଏବଂ ରାହୁଲ ଗାନ୍ଧି ଭୋଟ୍ ଦେଇଛନ୍ତି।

Related Posts