ନୂଆପଡ଼ା ଉପନିର୍ବାଚନ; ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଜର ଧରିଛି । ୨,୩ ଦିନ ଭିତରେ ଯିବେ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରାର୍ଥିୀପତ୍ର ପ୍ରତ୍ୟାହାରର ଶେଷ ଦିନ ।

ସେପଟେ ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଂ ଅଫିସରଙ୍କ କାର୍ଯ୍ୟାଳୟରେ ପ୍ରାର୍ଥିପତ୍ର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି । ମୋଟ୍‌ ୧୯ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ନାମାଙ୍କନପତ୍ର ନାକଚ ହୋଇଛି ।

Related Posts