ଦିଲ୍ଲୀରେ ବଡ଼ ବିସ୍ଫୋରଣ ଯୋଜନା ପଣ୍ଡ; ୨ ଆତଙ୍କୀ ଗିରଫ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଗୁଇନ୍ଦା ଓ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ଟିମ୍‌ର ମିଳିତ ସହଯୋଗରେ ଦୁଇ ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି ।ଦିଲ୍ଲୀର ଜଣେ ଓ ମଧ୍ୟପ୍ରଦେଶର ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି । ଆଇଇଡି ବିସ୍ଫୋରଣ ପାଇଁ ଏହି ଦୁଇ ଆତଙ୍କବାଦୀ ଯୋଜନା କରୁଥିଲେ ।

ଦିଲ୍ଲୀର ଜନଗହଳିପୂର୍ଣ୍ଣ ଅଞ୍ଚଳ ଏମାନଙ୍କ ଟାର୍ଗେଟ୍‌ରେ ଥିଲା । ଗୁଇନ୍ଦା ଓ ଦିଲ୍ଲୀ ପୋଲିସର ସ୍ୱତନ୍ତ୍ର ଟିମ୍‌ର ମିଳିତ ସହଯୋଗରେ ଦୁଇ ଜଣ ଆତଙ୍କବାଦୀ ଗିରଫ ହୋଇଛନ୍ତି । ଏମାନଙ୍କ ଠାରୁ ଅସ୍ତ୍ରଶସ୍ତ୍ର ଓ ଗୁଳି ଜବତ କରାଯାଇଛି ।

Related Posts