ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପୀତବାସ ପଣ୍ଡା ହତ୍ୟା ମାମଲାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା । ହାଇକୋର୍ଟରେ ଲିଖିତ ଜବାବ ଦାଖଲ କଲେ ବ୍ରହ୍ମପୁର ଏସ୍ପି । ତେବେ ସତ୍ୟପାଠ ଜରିଆରେ ଜବାବ ଦାଖଲ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ରହିଛି । ଆସନ୍ତା ୧୦ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦ୍ଦେଶ ହୋଇଛି । ସେହିଦିନ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।ବୟାନକୁ କାହିଁକି ଅଦାଲତ ଅବମାନନା ବିବେଚନା କରାଯିବନି ବୋଲି ଜବାବ ଦାଖଲ ହୋଇଛି । ସତ୍ୟପାଠ ଜରିଆରେ ଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି ।
ଆସନ୍ତା ୧୦ ତାରିଖ ସୁଦ୍ଧା ଜବାବ ଦାଖଲ ପାଇଁ ନିର୍ଦ୍ଦେଶ । ସେହିଦିନ ମାମଲାର ହେବ ପରବର୍ତ୍ତୀ ଶୁଣାଣି ହେବ । ପୂର୍ବରୁ ବିଧାୟକଙ୍କ ବିରୋଧରେ ଦାୟର ନିର୍ବାଚନୀ ମାମଲା ହତ୍ୟାର ମୁଖ୍ୟ କାରଣ କହିଥିଲେ । ମାମଲା ବିଚାରାଧୀନ ଥିବାବେଳେ ଏସ୍ପିଙ୍କ ବୟାନକୁ ନେଇ ଦେଖାଦେଇଥିଲା ବିବାଦ ।





