ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏମ୍ସରେ ଭର୍ତ୍ତି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏମ୍ସରେ ଭର୍ତ୍ତି । ତେବେ କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତରିତ ହୋଇଛନ୍ତି। ଓଲିଉଡର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କୁ ଆଜି ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି।

Related Posts