ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧକ୍ଷତା ଲୋକସେବା ଭବନରେ ବସିବ ବୈଠକ । ୭ ଟି ଏଜେଣ୍ଡା ଉପରେ ମୋହର ମାରିପାରେ ରାଜ୍ୟ କ୍ୟାବିନେଟ ।