ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୦୨୬ରେ ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ସଫଳତା ପରେ ଏବେ ମୁଖ୍ୟମନ୍ତ୍ରୀ ଚୟନକୁ ନେଇ ଚର୍ଚ୍ଚା ଜୋର ଧରିଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ବାଛିବେ ପଶ୍ଚିମବଙ୍ଗ ସିଏମ୍। କେନ୍ଦ୍ରମନ୍ତ୍ରୀ ଅମିତ ଶାହା ପର୍ଯ୍ୟବେକ୍ଷକ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝି ସହପର୍ଯ୍ୟବେକ୍ଷକ ।
ତେବେ ଦଳୀୟ ସୂତ୍ରରୁ ଜଣାଯାଇଛି ଯେ ଆସନ୍ତା ୯ ତାରିଖରେ ବିଜେପି ମୁଖ୍ୟମନ୍ତ୍ରୀ ଓ କ୍ୟାବିନେଟ୍ ମନ୍ତ୍ରୀ ଶପଥ ଗ୍ରହଣ କରିବେ। ସେହିପରି ଆସାମ ବିଧାୟକ ଦଳ ନେତା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା ଓ ହରିୟାଣା ମୁଖ୍ୟମନ୍ତ୍ରୀ ନାଏବ ସିଂ ସାଇନି ବାଛିବେ।
