ବରଗଡ ବିଧାନସଭା ବାଜିମାରିଲେ ଅଶ୍ବିନୀ

ଭୁବନେଶ୍ୱର,୪/୬(ସତ୍ୟପାଠ ବ୍ୟୁରୋ): ବରଗଡ ବିଧାନସଭା ବାଜିମାରିଲା ବିଜେପି । ବିଜେପି ପ୍ରାର୍ଥୀ ଅଶ୍ବିନୀ ଷଡ଼ଙ୍ଗୀ ୪, ୭୭୨ ଭୋଟରେ ବିଜେଡିକୁ ପରାସ୍ତ କଲେ । ବିଜେଡିର ଦେବେଶ ଆଚାର୍ଯ୍ୟଙ୍କୁ ହରାଇଛନ୍ତି ଅଶ୍ବିନୀ ।

Related Posts