ନଭେମ୍ବର ୨୧ରୁ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ନଭେମ୍ବର ୨୧ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ନଭେମ୍ବର ୨୧ ତାରିଖରୁ ଶୀତ ଅଧିବେଶନ ଆରମ୍ଭ ହେଇ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ବିଧାନସଭା ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇ ସୂଚନା ଦିଆଯାଇଛି ।

Related Posts