୫୨ ବର୍ଷ ବୟସରେ ଆଖି ବୁଜିଲେ ଅଷ୍ଟ୍ରେଲିଆ କ୍ରିକେଟର ସେନ ୱାର୍ଣ୍ଣ

ଆରପାରିରେ ପୂର୍ବତନ ଅଷ୍ଟ୍ରେଲିଆ କ୍ରିକେଟର ସେନ ୱାର୍ଣ୍ଣ । ୫୨ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତ ଯୋଗୁଁ ତାଙ୍କର ପରାଲୋକ ଘଟିଥିବା ସୂଚନା ମିଳିଛି ।

ସେ ଅଷ୍ଟ୍ରେଲିଆ ପକ୍ଷରୁ ୧୪୫ ଟେଷ୍ଟ ମ୍ୟାଚ ଖେଳିଥିବା ବେଳେ ୩,୧୫୪ ରନ କରିଛନ୍ତି । ସେହିପରି ୧୯୪ ଦିନିକିଆ ମ୍ୟାଚ ଖେଳି ୧୦୧୮ ରନ କରିଛନ୍ତି । ସେ ଆଇପିଏଲ ମ୍ୟାଚ ମଧ୍ୟ ଖେଳିଛନ୍ତି ।

Related Posts