ଭୁବନେଶ୍ୱର: ବ୍ରହ୍ମପୁର ଏସପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇଛନ୍ତି ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ର । ଗୁରୁତର ଅବସ୍ଥାରେ ତାଙ୍କୁ ଏମକେସିଜି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।


Copyright © 2026 Satya Patha