ଓଡ଼ିଶା ପାଇଁ ଲୋକସଭା ପ୍ରାର୍ଥୀ ଘୋଷଣା କଲା ବିଜେପି; କେନ୍ଦ୍ରାପଡ଼ାରୁ ବୈଜୟନ୍ତ, ଜାଣନ୍ତୁ ଆଉ କେଉଁ ଆସନରୁ କିଏ..

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଓଡିଶାର ୨୧ଟି ଲୋକସଭା ଆସନ ମଧ୍ୟରୁ ୧୮ଟି ଆସନ ପାଇଁ ବିଜେପି ଜାରି କଲା ପ୍ରାର୍ଥୀ ତାଲିକା । ତେବେ କଟକ, ଯାଜପୁର ଓ କନ୍ଧମାଳ ଆସନ ପାଇଁ ଦଳ ପ୍ରାର୍ଥୀ ଘୋଷଣା କରିନାହିଁ।

କେଉଁ ଆସନରୁ କିଏ ପ୍ରାର୍ଥୀ?

କେନ୍ଦ୍ରାପଡ଼ା- ବୈଜୟନ୍ତ ପଣ୍ଡା
ବ୍ରହ୍ମପୁର- ପ୍ରଦୀପ କୁମାର ପାଣିଗ୍ରାହୀ
ବରଗଡ – ପ୍ରଦୀପ ପୁରୋହିତ
ସୁନ୍ଦରଗଡ- ଜୁଏଲ ଓରାମ
ସମ୍ବଲପୁର -ଧର୍ମେନ୍ଦ୍ର ପ୍ରଧାନ
କେନ୍ଦୁଝର- ଅନନ୍ତ ନାୟକ
ମୟୁରଭଞ୍ଜ- ନବ ଚରଣ ମାଝୀ
ବାଲେଶ୍ୱର -ପ୍ରତାପ ଷଡଙ୍ଗୀ
ଭଦ୍ରକ- ଅଭିମନ୍ୟୁ ସେଠୀ
ଢେଙ୍କାନାଳ- ରୂଦ୍ରନାରାୟଣ ପାଣି
ବଲାଙ୍ଗୀର – ସଂଗୀତା ସିଂ ଦେଓ
କଳାହାଣ୍ଡି- ମାଳବିକା କିଶୋରୀ ଦେଓ
ନବରଙ୍ଗପୁର-ବଳଭଦ୍ର ମାଝୀ
ଜଗତସିଂହପୁର- ବିଭୂପ୍ରସାଦ ତରାଇ
ପୁରୀ – ସମ୍ବିତ ପାତ୍ର
ଭୁବନେଶ୍ୱର- ଅପରାଜିତା ଷଡଙ୍ଗୀ
ଆସ୍କା- ଅନିତା ଶୁଭଦର୍ଶନୀ
କୋରାପୁଟ – କାଲେରାମ ମାଝୀ

Related Posts