ପୁଣି ଏକ ଲଘୁଚାପ; ୧୭ ଯାଏ ପ୍ରବଳ ବର୍ଷା ସମ୍ଭାବନା, ଅନୁଗୋଳ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଥିବାବେଳେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପ଼ଡ଼ିଛି। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ପ୍ରକୋପ ବଢ଼ିବ । ଆସନ୍ତା ୫-୬ ଦିନ ଧରି ବର୍ଷା ଲାଗି ରହିବ ବିଭିନ୍ନ ଅଞ୍ଚଳରେ ।
