ଚିକିତ୍ସା ବାହାନାରେ ଆସି ସଶସ୍ତ୍ର ଡକାୟତି ବନ୍ଧୁକ ମୁନରେ ଟଙ୍କା ଓ ସୁନା ଲୁଟ୍୍
ଚିକିତ୍ସା ବାହାନାରେ ଆସି ଘରେ ପଶି ଜଣେ ଅବସରପ୍ରାପ୍ତ ଫାର୍ମାସିଷ୍ଟଙ୍କ ଘରୁ ସଶସ୍ତ୍ର ଡକାୟତି ହୋଇଛି। ପରିବାର ଲୋକଙ୍କୁ ବନ୍ଧୁକ ଓ ଛୁରି ଦେଖାଇ ଆତଙ୍କିତ କରି ଟଙ୍କା ଓ ସୁନା ଲୁଟି ନେଇଛନ୍ତି ଦୁର୍ବୃତ୍ତ।
ଚିକିତ୍ସା ବାହାନାରେ ଆସି ଘରେ ପଶି ଜଣେ ଅବସରପ୍ରାପ୍ତ ଫାର୍ମାସିଷ୍ଟଙ୍କ ଘରୁ ସଶସ୍ତ୍ର ଡକାୟତି ହୋଇଛି। ପରିବାର ଲୋକଙ୍କୁ ବନ୍ଧୁକ ଓ ଛୁରି ଦେଖାଇ ଆତଙ୍କିତ କରି ଟଙ୍କା ଓ ସୁନା ଲୁଟି ନେଇଛନ୍ତି ଦୁର୍ବୃତ୍ତ।
ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ଗର୍ଭବତୀ। ପ୍ରାୟ ୩.୫ କିଲୋମିଟର ଦୂର ଚାଲି ଚାଲି ଆମ୍ବୁଲାନ୍ସ ନିକଟକୁ ନେବାକୁ ପଡ଼ିଛି। ଏଭଳି ଦୁର୍ଦ୍ଦଶାର ଚିତ୍ର ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ଗୁଡ଼ାରୀ ବ୍ଲକ ଶିରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାଡକଣା ଗ୍ରାମରେ।
: ଦୁବାଇରେ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍କୁ ମିଳିଛି ବଡ଼ ସଫଳତା। ମାତ୍ର ୩ ଦିନରେ ଓଡ଼ିଶାକୁ ଆସିଛି ୨ ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ।
ବାଲେଶ୍ୱର ଭୋଗରାଇରୁ ଓରାଙ୍ଗଉଟାଙ୍ଗ ଉଦ୍ଧାର ଘଟଣାରେ ତଦନ୍ତ ଜୋରଦାର ହୋଇଛି। ଘଟଣାର ଗୁମର ଖୋଲିବା ପାଇଁ ଓଡ଼ିଶା ଏସଟିଏଫ ପଶ୍ଚିମବଙ୍ଗରେ ଛାନଭିନ୍ ଚଳାଇଛି।
କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରୁ ଆସିଛି ଖୁସି ଖବର। ଚଳିତ ମୌସୁମୀ ଋତୁରେ ଏଠାରେ ବସା ବାନ୍ଧୁଥିବା ପକ୍ଷୀଙ୍କ ସଂଖ୍ୟା ପ୍ରାୟତଃ ବୃଦ୍ଧି ପାଇଛି।
ବିଲରେ ବଉଳା କୁମ୍ଭୀର। ମାଛ ଧରିବା ପାଇଁ ପକାଯାଇଥିବା ଜାଲରେ ପଡିଲା ୬ ଫୁଟର ବଉଳା କୁମ୍ଭୀର। କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋଲା ଗାଁ ଚାଷ ଜମିରେ ବର୍ଷାପାଣି ଜମି ରହିଛି।
ନୂଆଦିଲ୍ଲୀ, (ସତ୍ୟପାଠବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ …
ନୂଆଦିଲ୍ଲୀ(ସତ୍ୟପାଠବ୍ୟୁରୋ): ଭାରତ-ଚୀନ୍ ସମ୍ପର୍କରେ ନୂଆ ସ୍ଥିରତା ଆଣିବା ଉଦ୍ୟମ ମଧ୍ୟରେ ଚୀନ୍ ର…
ନୂଆଦିଲ୍ଲୀ(ସତ୍ୟପାଠବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପ…
ଭୁବନେଶ୍ବର(ସତ୍ୟପାଠବ୍ୟୁରୋ) : ଆଜିକୁ ମିଶାଇ ୫ଦିନ ପର୍ଯ୍ୟନ୍ତ ଖୋଲିବନି ବ୍ୟାଙ୍କ। ଠପ୍ ହୋଇଯିବ ବ୍…
ଦୁବାଇ,(ସତ୍ୟପାଠବ୍ୟୁରୋ) : ଦୁବାଇରେ ଓଡ଼ିଶା ଇନ୍ଭେଷ୍ଟର୍ସ ମିଟ୍ର ତୃତୀୟ ଦିନ। କାର୍ଯ୍ୟକ୍ରମରେ ମ…
ଆସନ୍ତା ୧୨ ତାରିଖରୁ ଭାରତରେ ହେବାକୁ ଥିବା ବ୍ରିକ୍ସ ଶିଖର ସମ୍ମିଳନୀରେ ବାଂଲାଦେଶ ପ୍ରଧାନମନ୍ତ୍ରୀ ତାରିକ ରହମାନ ଯୋଗଦେବେ ନାହିଁ । ତାରିକ ଭାରତ ଗସ୍ତ କରିବେ ନାହିଁ ବୋଲି ବାଂଲାଦେଶର ବିଦେଶ ରାଷ୍ଟ୍ର ମନ୍ତ୍ରୀ ହୁମାୟୁନ କବୀର କହିଛନ୍ତି ।
ଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଯାଉଥିବା 'ବ୍ରିକ୍ସ' ଶିଖର ସମ୍ମିଳନୀ। ଏହାର ଉଦଘାଟନୀ ଦିବସରେ ଭାରତୀୟ ସଂସ୍କୃତିର ବିଭବ ଦେଖିବାକୁ ମିଳିବ ।
ବ୍ରିକ୍ସ ମିଡିଆ କିଟ୍ରେ ସ୍ଥାନ ପାଇଛି ଓଡ଼ିଶାର ପ୍ରସିଦ୍ଧ କୋରାପୁଟ କଫି। ଯାହା ପୁଣିଥରେ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ଓ ଓଡ଼ିଶାର କଫିକୁ ସ୍ୱତନ୍ତ୍ର ପରିଚୟ ଦେଇଛି।
ରାସ୍ତାରେ ଖରାପ ହୋଇଗଲା ୧୦୮ ଆମ୍ବୁଲାନ୍ସ । ଦୀର୍ଘ ସମୟ ଧରି ଗାଡ଼ି ଠିକ୍ ନହେବାରୁ ଗୁରୁତର ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଘଟଣାକୁ ନେଇ ରୋଗୀଙ୍କ ସମ୍ପର୍କୀୟମାନେ ଆମ୍ବୁଲାନ୍ସକୁ ଅଟକ ରଖିଥିବା ଜଣାପଡ଼ିଛି ।
ସାଇରନ ବାଜିବାରୁ ବ୍ୟାଙ୍କରେ ଏକ ବଡ଼ ଧରଣର ଡକାୟତି ଉଦ୍ୟମ ବିଫଳ ହୋଇଛି। ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ଅନ୍ତର୍ଗତ କୋଡିଙ୍ଗା ସ୍ଥିତ ଓଡ଼ିଶା ଗ୍ରାମୀଣ ବ୍ୟାଙ୍କରେ ଗତକାଲି ବିଳମ୍ବିତ ରାତିରେ ଡକାୟତମାନେ ମୁଖ୍ୟ ଗ୍ରିଲର ତାଲାକୁ କାଟିବା ପରେ କବାଟ ତାଲାକୁ ଭାଙ୍ଗି ଭିତରେ ପ୍ରବେଶ କରି ଭିତର ଓ ବାହାର ସିସିଟିଭି କ୍ୟାମେରା ଭାଙ୍ଗି ଦେଇଛନ୍ତି।
ନବରଙ୍ଗପୁର ଜିଲ୍ଲା ମୈଦଲପୁର ଥାନା ଖଡକା ଜଙ୍ଗଲ ନିକଟରେ ଏକ ବଲେରୋ ଗାଡ଼ି ଭାରସାମ୍ୟ ହରାଇ ରାସ୍ତାରୁ ୨୦ ଫୁଟ ତଳକୁ ଖସି ଯାଇଛି।
ବାରିପଦା ସହରରୁ ୨ ଜଣ ଅଡିଟ୍ ଅଫିସରଙ୍କୁ ଧରିଲା ଭିଜିଲାନ୍ସ । ଗାଡିରୁ ୫ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଥିବା ବେଳେ ବାରିପଦାରେ ରହୁଥିବା ଏକ ହୋଟେଲ ରୁମରୁ ୯ ଲକ୍ଷ ଟଙ୍କା ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ ।