ସେବାଶ୍ରମରେ ଛାତ୍ରଙ୍କୁ ନିସ୍ତୁକ ମାଡ଼ ଅଭିଯୋଗ
ସୁନ୍ଦରଗଡ଼ ଜିଲ୍ଲା ବଡ଼ଗାଁ ବ୍ଲକ୍ ଜରଙ୍ଗଲୋଇଠାରେ ଥିବା ଦେଓକରଣପୁର ହାଇସ୍କୁଲର ଜଣେ ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନବମ ଶ୍ରେଣୀର ୪ ଜଣ ଛାତ୍ର ନିସ୍ତୁକ ମାଡ଼ ମାରି ଆହତ କରିଥିବା ଅଭିଯୋଗ ହୋଇଛି। ଆହତ ଛାତ୍ରଙ୍କ ପରିବାର ଲୋକଙ୍କୁ ଘଟଣାର ୨୪ ଘଣ୍ଟା ପରେ ମଧ୍ୟ ସୂଚନା ନଦେବା ଏବଂ ତାଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାକୁ ନିଆଯାଇ ନଥିବା
