ପାକିସ୍ତାନରେ ବର୍ବରକାଣ୍ଡ, ଗୁରୁଦ୍ୱାର ଭିତରେ ବୃଦ୍ଧ ଶିଖ୍ ଦମ୍ପତିଙ୍କୁ ନିର୍ମମ ହତ୍ୟା
ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶସ୍ଥିତ ମର୍ଦାନ ଜିଲ୍ଲାର ବାବୁ ମୋହଲ୍ଲାରେ ଥିବା ଏକ ଗୁରୁଦ୍ୱାର ପରିସରରେ ଜଣେ ବୃଦ୍ଧ ଶିଖ ଦମ୍ପତିଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଯାହାକୁ ନେଇ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟର ସୁରକ୍ଷା ଉପରେ ପୁଣି ଥରେ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି ।
