ତ୍ୱରିତ ହସ୍ତକ୍ଷେପ ଓ ନ୍ୟାୟ ଦାବି କରି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ତିଖିରି ସରପଞ୍ଚ ଚାମେଲି ଓଝା
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ତ୍ୱରିତ ହସ୍ତକ୍ଷେପ ଓ ନ୍ୟାୟ ଦାବି କରି ପ୍ରଧାନମନ୍ତ୍ରୀଙ୍କୁ ଚିଠି …
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ତ୍ୱରିତ ହସ୍ତକ୍ଷେପ ଓ ନ୍ୟାୟ ଦାବି କରି ପ୍ରଧାନମନ୍ତ୍ରୀଙ୍କୁ ଚିଠି …
ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ଭଞ୍ଜବାଳା ହେମ୍ବ୍ରମ୍ଙ୍କ ମୃତ୍ୟୁ ମାମଲାରେ ଚାଟିଂ ଓ କଲ୍ ରେକର୍ଡିଂରୁ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରମାଣ ମିଳିଥିବା ଜଣାପଡ଼ିଛି। ମୃତ୍ୟୁ ପୂର୍ବରୁ ତାଙ୍କୁ ମାନସିକ ଚାପ ଦିଆଯାଇଛି ଏଥିରୁ ସ୍ପଷ୍ଟ ହୋଇଛି। ଯାହାକୁ ନେଇ ଓଏସ୍ ପ୍ରେମିକ ଭୀମସେନ ଟୁଡୁଙ୍କ ଅଡୁଆ ବଢ଼ିଛି। ଆଗକୁ ଭୀମସେନଙ୍କୁ ରିମାଣ୍ଡରେ ଆଣି ଜେରା କରିବ ବାରଙ୍ଗ ପୋଲିସ। ଏଥିପାଇଁ ସମସ୍ତ ତଥ୍ୟ ସଂଗ୍ରହ କରାଯାଇଛି।
ଅଶାନ୍ତ ହୋଇ ଉଠିଛି ରାଉରକେଲା ସହର। ଦିନ ଦ୍ବିପହରେ ଗଡ଼ିଛି ମୁଣ୍ଡ। ଦୁର୍ବୃତ୍ତମାନେ ପୋଲିସକୁ ଖୁଲମ୍ଖୁଲା ଚାଲେଞ୍ଜ ଦେଇଛନ୍ତି। ରାଉରକେଲା ସେକ୍ଟର ୬ ଅଞ୍ଚଳ ଥିବା ଏକ ସ୍କୁଲ ନିକଟରେ ହତ୍ୟାକାଣ୍ଡ ଘଟିଛି।
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପାକିସ୍ତାନ ପୁଲିସ ଗୁଳିରେ ୯ ବର୍ଷର ଅଷ୍ଟ୍ରେଲୀୟ ଶିଶୁର ମୃତ୍ୟୁ । …
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ପୁଲିସର ଏନକାଉଣ୍ଟର ଆଉ କଡ଼ା ଏନଏସଏ ଲାଗୁ ସତ୍ତ୍ବେ ୨୪ ଘଣ୍…
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନିଟ୍ ପେପର ଲିକ୍ ମାମଲାକୁ ନେଇ ଚର୍ଚ୍ଚା ଥମିବାର ନାମ ନେଉ ନାହିଁ ।…
ଲୋକସେବା ଭବନରୁ ଦୁଇ ଦୁଇଟି ତଦନ୍ତ କମିସନଙ୍କ ରିପୋର୍ଟ ଚୋରି ଘଟଣାକୁ ନେଇ ଚାଲିଛି ତନାଘନା। ଏପଟେ ତଦନ୍ତକୁ ଜୋରଦାର କରିଛି ଏସଆଇଟି। ଦୁଇ ଦୁଇଟି ତଦନ୍ତ କମିସନ ରିପୋର୍ଟ ଚୋରି ହୋଇଯିବା ନେଇ ସାରାରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। ସବୁଠୁ ସୁରକ୍ଷିତ ସ୍ଥାନରୁ କିଏ ଓ କେମିତି ଫାଇଲ ଚୋରି କରିବାକୁ ଦୁଃସାହାସ କଲେ ତାହା ଏବେ ଚର୍ଚ୍ଚାର ବିଷୟ ହୋଇଛି।
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଚାମେଲିଙ୍କୁ ଆକ୍ରମଣ ମାମଲାରେ ଅଭିଯୁକ୍ତ ପାର୍ଥସାରଥୀ ସାମନ୍ତରାୟଙ୍…
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ଚାମେଲିଙ୍କୁ ଭେଟିବା ପରେ ଜିଲ୍ଲାପାଳ ଓ ଏସ୍ପିଙ୍କ ସହ କଲେ ଆଲୋଚନା …
ଭୁବନେଶ୍ବର(ସତ୍ୟପାଠ ବ୍ୟୁରୋ): ଖାନ୍ ସାର୍ଙ୍କ କୋଚିଂ ସେଣ୍ଟର ଭଙ୍ଗାରୁଜା ମାମଲାକୁ ନେଇ ସାରା ଦ…
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଗିରଫ ହେଲେ ଚର୍ଚ୍ଚିତ ସରପଞ୍ଚ ଚାମେଲି ଓଝା। ଖୋଲା ବୁଲୁଛନ୍ତି MLAଙ…
ପାକିସ୍ତାନ-ଅଧିକୃତ କାଶ୍ମୀର (ପିଓକେ)ରେ ଗୁରୁବାର ଇଦଗା ମୈଦାନରେ ମୌଳିକ ଅଧିକାର ଦାବିରେ ଶାନ୍ତିପୂର୍ଣ୍ଣ ଭାବେ ଏକତ୍ରିତ ହୋଇଥିବା ହଜାର ହଜାର ନିରୀହ ପ୍ରଦର୍ଶନକାରୀଙ୍କ ଉପରେ ପାକିସ୍ତାନୀ ସେନା ଆଖିବୁଜା ଗୁଳିମାଡ଼ କରିଛି।
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ):ପଶ୍ଚିମବଙ୍ଗର ହାର୍ନେଟ୍ ଇଂଲିଶ ମିଡିୟମ୍ ସ୍କୁଲ ପରିସରରୁ ୧.୭୭ କୋଟି…
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଦିଲ୍ଲୀରେ ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ବିଷ୍ଣୋଇ ଗ୍ୟାଙ୍ଗର…
ବରଗଡ଼()ରଖେ ହରି ମାରେ କିଏ? ଏହି ଉକ୍ତିଟି ସତ ପ୍ରମାଣିତ ହୋଇଛି। ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ହେଲେ ୪ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇଛନ୍ତି। ଉଦ୍ଧାର ହୋଇଥିବା ଯୁବକ ହେଲେ ତୁଳସୀରାମ ବରିହା।
ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ଶଙ୍କର ମଠ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଏକ ଅଟୋକୁ ପଛରୁ ଆସୁଥିବା ସଫାରୀ ଗାଡି ପିଟି ଓଲଟି ପଡ଼ି ବନ୍ଧ ଭିତରେ ଖସି ପଡିଥିଲା। ଫଳରେ ଦୁର୍ଘଟଣାରେ ବାପ ଓ ଝିଅଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ସମ୍ବଲପୁର ଧନୁପାଲିର ସୁରେନ୍ଦ୍ର ବେହେରା( ୩୫) ଓ ତାଙ୍କ ଝିଅ ଶୁଭଶ୍ରୀ ବେହେରା (୫)।
ଭୁଲ ଇଞ୍ଜେକ୍ସନ ପାଇଁ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ବଲାଙ୍ଗିର ଜିଲ୍ଲା ବେଲପଡା ଥାନା ବାହାବଳ ପଞ୍ଚାୟତ ମାଲପଡା ଗାଁରେ ଜଣେ ନାବାଳକଙ୍କ ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତ ନାବାଳକ ହେଲେ ବିକାଶ ବନଛୋର।
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ତୃଣମୂଳ କଂଗ୍ରେସ ସାଂସଦ ଅଭିଷେକ ବାନାର୍ଜୀ ୨୦୧୮ ମସିହାରେ ଦକ୍ଷିଣ …