୧୨ ଜୁନରୁ ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପ୍
ଇଂଲଣ୍ଡ() ମହିଳା ଟ୍ୱେଣ୍ଟି-୨୦ ବିଶ୍ୱକପ୍ର ଦଶମ ସଂସ୍କରଣ ଶୁକ୍ରବାରଠୁ ଇଂଲଣ୍ଡର ୭ଟି ଭେନ୍ୟୁରେ ଖେଳାଯିବ । ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପ୍ରତିଯୋଗିତାରେ ୧୨ ଦଳ ଅଂଶଗ୍ରହଣ କରୁଥିଲା ବେଳେ ମୋଟ ୩୩ ମ୍ୟାଚ୍ ଖେଳାଯିବ । ୧୨ ଦଳକୁ ୨ଟି ଗ୍ରୁପ୍ରେ ବିଭକ୍ତ କରାଯାଇଛି ।
