ଇଣ୍ଡୋନେସିଆ ସଂସଦରେ ବିଜୁ ପଟ୍ଟନାୟକଙ୍କ ପ୍ରଶଂସାରେ ଶତମୁଖ ମୋଦି
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇଣ୍ଡୋନେସିଆ ସଂସଦରେ ଉଦବୋଧନ ଦେଇ ସ୍ୱାଧୀନତା ସଂଗ୍ରାମ ସମୟରେ ଡଚ୍-ନିୟନ୍ତ୍ରିତ ଜାଭାଠାରୁ ଇଣ୍ଡୋନେସିଆର ନେତୃତ୍ୱକୁ ଉଦ୍ଧାର କରିବାରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଭୂମିକା ପାଇଁ ତାଙ୍କୁ ବହୁତ ପ୍ରଶଂସା କରିଛନ୍ତି।
