କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ, ୫ ମୃତ
ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ଅନ୍ତର୍ଜାତୀୟ ବିମାନବନ୍ଦରର ରନୱେ ନିକଟରେ ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏକ ଆମାଜନ କାର୍ଗୋ ବିମାନ ଦୁର୍ଘଟଣାଗ୍ରସ୍ତ ଘଟି ୫ ଜଣଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ ଘଟଣାସ୍ଥଳରୁ ଧୂଆଁ ଉଠୁଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି।
