ବିନୟତୋଷ ମିଶ୍ରଙ୍କୁ ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ବ
ବରିଷ୍ଠ ପୁଲିସ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ମିଳିଛି ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ବ। ୧୯୯୩ ବ୍ୟାଚ୍ର ଆଇପିଏସ୍ ଶ୍ରୀ ମିଶ୍ରଙ୍କୁ ଅନ୍ତରୀଣ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ହେବେ। ଶ୍ରୀ ମିଶ୍ର ଏବେ କ୍ରାଇମବ୍ରାଞ୍ଚ ଡିଜି ଅଛନ୍ତି । ଏନେଇ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ମିଳିଛି।
