ଅଗଷ୍ଟ ୨୭ ସୁଦ୍ଧା ଶେଷ ହେବ ପିଏମ୍ଏୱାଇ ହିତାଧିକାରୀ ଯାଞ୍ଚ ପ୍ରକ୍ରିୟା
ଅଗଷ୍ଟ ୨୭ ସୁଦ୍ଧା ପିଏମ୍ଏୱାଇ ହିତାଧିକାରୀ ଯାଞ୍ଚ ପ୍ରକ୍ରିୟା ସାରିବାକୁ ନିଷ୍ପତ୍ତି ନିଆଯାଇଛି। ଏନେଇ ଗ୍ରାମ୍ୟ ଉନ୍ନୟନ ତଥା ପଞ୍ଚାୟତିରାଜ, ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ନୂଆଦିଲ୍ଲୀଠାରେ କେନ୍ଦ୍ରୀୟ ଗ୍ରାମ୍ୟ ଉନ୍ନୟନ ତଥା କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କୁ ସାକ୍ଷାତ କରିଛନ୍ତି।
