ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ରାଜ୍ୟର ମହିଳାଙ୍କୁ ମିଳିବ ସ୍ୱର୍ଣ୍ଣ ମୁଦ୍ରା
ତାମିଲନାଡୁର ବିଜୟ ସରକାର ୨୦୨୬-୨୭ ବଜେଟ୍ରେ ମହିଳାମାନଙ୍କ ପାଇଁ ବଡ଼ ଉପହାର ଘୋଷଣା କରିଛନ୍ତି। ବଜେଟ୍ରେ ‘ବ୍ରଦର୍ସ ଗିଫ୍ଟ ସ୍କିମ୍’ ଅଧୀନରେ ମହିଳାମାନଙ୍କୁ ୮ ଗ୍ରାମ ସୁନାର ମୁଦ୍ରା ପ୍ରଦାନ କରିବା ସହ ସିଲ୍କ ଶାଢ଼ୀ ଯୋଜନା ପାଇଁ ୮୧୨ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରହିଛି।
