କେନ୍ଦ୍ର କ୍ୟାବିନେଟରେ ଓଡ଼ିଶା ଉପହାର ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବାରେ ମାଇଲଖୁଣ୍ଟ ସାବ୍ୟସ୍ତ : ମୁଖ୍ୟମନ୍ତ୍ରୀ
ପାରାଦୀପ-ହରିଦାସପୁର ରେଳ ଲାଇନ ଦୋହରୀକରଣ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ ମିଳିଛି। ଏହା ଓଡ଼ିଶାର ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଲଜିଷ୍ଟିକ୍ସ ଦକ୍ଷତା
