ଯାଜପୁରରେ ପୁଣି ବନ୍ୟା ବିତ୍ପାତ
ଲଗାଣ ବର୍ଷା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଯାଜପୁର ଜିଲ୍ଲାରେ ପୁଣି ବନ୍ୟା ସ୍ଥିତି ଭୟାବହ ହୋଇଛି। ଦରପନ୍ତରିଆ ଘାଇରେ ବନ୍ୟାଜଳ ପଶିବା ପରେ ବରୀ ଅଞ୍ଚଳର ଅନେକ ପଞ୍ଚାୟତ ପ୍ରଭାବିତ ହୋଇଛି। ବ୍ରାହ୍ମଣୀ ନଦୀରେ ଦ୍ୱିତୀୟ ବନ୍ୟା ଆସିବାରୁ ବରୀର ବିଭିନ୍ନ ଅଞ୍ଚଳ ଏବେ ଜଳମଗ୍ନ।
