ରେଳ ଧାରଣା ଉପରେ ୫ ଫୁଟର ପାଣି
ଲଗାଣ ବର୍ଷା ଯୋଗୁଁ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ଜନଜୀବନ ପ୍ରଭାବିତ ହୋଇଛି । ବିଭିନ୍ନ ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେବାରୁ ଯାତାୟାତ ଠପ୍ ହୋଇଛି ।
ଲଗାଣ ବର୍ଷା ଯୋଗୁଁ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକରେ ଜନଜୀବନ ପ୍ରଭାବିତ ହୋଇଛି । ବିଭିନ୍ନ ରାସ୍ତା ଉପରେ ବର୍ଷାଜଳ ପ୍ରବାହିତ ହେବାରୁ ଯାତାୟାତ ଠପ୍ ହୋଇଛି ।
ଦୀର୍ଘ ୧୧ ବର୍ଷ ପରେ ପ୍ରଥମ ଥର ପାଇଁ ଆମେରିକା ଗସ୍ତ କରିଛନ୍ତି ଚୀନ୍ ରାଷ୍ଟ୍ରପତି ସି ଜିନପିଙ୍ଗ। ଆମେରିକାରେ ପହଞ୍ଚିବା ମାତ୍ରେ ଜିନପିଙ୍ଗ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏପରି ଢଙ୍ଗରେ ତାଙ୍କୁ ସ୍ୱାଗତ କରିଥିଲେ, ଯାହା ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି।
ଦିଲ୍ଲୀରୁ ଉତ୍ତରପ୍ରଦେଶ-ବିହାର ଯାଉଥିବା ସ୍ଲିପର୍ ବସ୍ରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏଥିରେ ଅନେକ ଯାତ୍ରୀ ଗୁରୁତର ଭାବେ ଜଳିଯାଇଛନ୍ତି।
ନିର୍ବାଚନ କମିସନଙ୍କ ଆଭ୍ୟନ୍ତରୀଣ ମତଭେଦ ଓ ଭୋଟର ତାଲିକାରେ ସ୍ବତନ୍ତ୍ର ସଂଶୋଧନ( ଏସଆଇଆର)ପ୍ରକ୍ରିୟାକୁ ନେଇ ବିରୋଧୀ ଦଳ ଗୁଡ଼ିକ କେନ୍ଦ୍ର ସରକାର ଓ ନିର୍ବାଚନ ଆୟୋଗଙ୍କୁ କଡ଼ା ସମାଲୋଚନା କରିଛନ୍ତି।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯିବା ପରେ କନ୍ଧମାଳ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି।
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ଜିଲ୍ଲାର ଟେକ୍କାଲି ମଣ୍ଡଳ ଅନ୍ତର୍ଗତ ରବିଭଲସା ନିକଟରେ ବୁଧବାର ରେଳ ଦୁର୍ଘଟଣାରେ ୪ ଜଣ ଛାତ୍ରଙ୍କ ମୃତ୍ୟୁ ଘଟିଛି।
ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ୬ ଘଣ୍ଟାରେ ୧୨କିମି ବେଗରେ ଗତି କରୁଛି। ଏହା ଆଜି ରାତି ସୁଦ୍ଧା ଆନ୍ଧ୍ରପ୍ରଦେଶ କଳିଙ୍ଗପଟ୍ଟନମ ନିକଟରେ ଅତିକ୍ରମ କରିପାରେ ଉପକୂଳ।
ରାଜ୍ୟର ୭ଟି ଜିଲ୍ଲାରେ ଚଳିତବର୍ଷ ବଢ଼ିଛି ଧାନ ଚାଷ। ବରଗଡ଼, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୂଆପଡ଼ା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ଧାନ ଚାଷ ବଢ଼ିଥିବା ଜଣାପଡ଼ିଛି।
ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ପ୍ରଶ୍ନକାଳ ଆରମ୍ଭରୁ ହୋହାଲ୍ଲା ହୋଇଥିଲା।
ଉତ୍ତର ପ୍ରଦେଶର ଆଜମଗଡ଼ ଜିଲ୍ଲାରେ ପାରିବାରିକ କଳହରୁ ଉନ୍ମତ୍ତ କାଣ୍ଡ। ପୂଜାପାଠକୁ କେନ୍ଦ୍ର କରି ପତ୍ନୀ ଏବଂ ଦୁଇ ଜଣ ପୁରୋହିତଙ୍କୁ ଗୁଳି କରି ହତ୍ୟା କରି ପରେ ନିଜ ପିଲାମାନଙ୍କୁ ବନ୍ଧକ ରଖିଥିବା ଜଣେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି ପୋଲିସ।
ବାଲେଶ୍ବର ଜିଲ୍ଲା ସୋର ରେଳ ଷ୍ଟେସନରେ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି । ଟ୍ରେନ୍ଟି ଧମରାରୁ ଖଡ଼ଗପୁର ଅଭିମୁଖେ କୋଇଲା ନେଇ ଯାଉଥିବା ବେଳେ ରାଣୀତାଲ ନିକଟରେ ନିଆଁ ଲାଗିଥିବା ନେଇ ଜାଣିବାକୁ ପାଇଥିଲେ ଗାର୍ଡ । ପରେ ସୋର ଷ୍ଟେସନ ମାଷ୍ଟରଙ୍କୁ ଖବର ଦେଇଥିଲେ ।
ବାଲେଶ୍ୱର ସହର ଡିଆଇସି ଛକ ନିକଟସ୍ଥ ଶାନ୍ତି ରେସ୍ତୋରାଁରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଆଜି ପ୍ରାୟ ସାଢ଼େ ୧୦ଟା ସମୟରେ ରେସ୍ତୋରାଁରେ ଥିବା ଗ୍ୟାସ୍ ଟାଙ୍କି ଫାଟିଯିବା ପରେ ହଠାତ୍ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଦେଖୁ ଦେଖୁ ନିଆଁ ରେସ୍ତୋରାଁର ବିଭିନ୍ନ ଅଂଶକୁ ବ୍ୟାପିଯାଇଥିଲା। ଅଗ୍ନିକାଣ୍ଡରେ ରେସ୍ତୋରାଁଟି ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିବାବେଳେ ନିକଟରେ ଥିବା କିଛି ଗାଡ଼ି ମଧ୍ୟ ନିଆଁରେ ପୋଡ଼ି କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି।
ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏବେ ସୁଦ୍ଧା ଜିଲ୍ଲାରେ ୮୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାର ୬ ଶହ ଲୋକଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି।
ଭଙ୍ଗା ଛାତ ତଳେ ଚାଲିଛି ପିଲାଙ୍କ ଭବିଷ୍ୟତ ଗଢ଼ା। ୫୭ ବର୍ଷର ଏହି ପୁରାତନ ସ୍କୁଲରେ ୧୩ଟି ଶ୍ରେଣୀର ପିଲା ପାଠ ପଢ଼ୁଥିବାବେଳେ ମାତ୍ର ୭ ଶ୍ରେଣୀଗୃହ ରହିଛି। ଛାତର ଅନେକ ସ୍ଥାନରେ ଫାଟ ସୃଷ୍ଟି ହୋଇଥିବାବେଳେ ଏହାରି ତଳେ ବିପଦ ସଙ୍କୁଳ ଅବସ୍ଥାରେ ୩୨୪ ଛାତ୍ରଛାତ୍ରୀ ପାଠ ପଢ଼ୁଛନ୍ତି।
ରାଉରକେଲା ସର୍କିଟ୍ ହାଉସ୍ରୁ ବନ୍ଧୁକ ମିଳିବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏହାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।
:ଦାଦାବଟି ମାଗିବା ଓ ପରେ ଛୁରୀରେ ଆକ୍ରମଣ କରିବା ଅଭିଯୋଗରେ େପାଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲା ତନ୍ମୟ ବାଞ୍ଛୋର।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ‘ ଲିଣ୍ଡସେ ଓ. ଗ୍ରାହାମ୍ ସାଙ୍କସନିଂ ଏସିଆ ଆଣ୍ଡ ଇରାନ ଆକ୍ଟ’କୁ ଆଇନରେ ପରିଣତ କରିଛନ୍ତି। ଆମେରିକାର ପ୍ରତିନିଧି ସଭା ଏହି ବିଲ୍ ପାସ୍ କରିବାର ଦୁଇ ଦିନ ପରେ ଏହି ପଦକ୍ଷେପ ନିଆଯାଇଛି।
ବାଇକରେ ଯାଉଥିବା ବେଳେ ହଠାତ୍ ଗଛ ଡାଳ ଭାଙ୍ଗି ଜଣେ ଯୁବକଙ୍କ ପେଟରେ ପଶିଯାଇଛି। ଏଥିରେ ଯୁବକ ଜଣଙ୍କ ଗୁରୁତର ଆହତ େହାଇଛନ୍ତି।