ଭାରତୀୟ ରେଳବାଇ ପକ୍ଷରୁ ନିଷ୍ପତ୍ତି ଗୋନ୍ଦିଆ ଜଙ୍କସନ-ପୁରୀ ମଧ୍ୟରେ ରଥଯାତ୍ରା ସ୍ପେଶାଲ ଟ୍ରେନ୍
ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ଦୃଷ୍ଟିରେ ରଖି ଭକ୍ତମାନଙ୍କ ଯାତ୍ରା ସୁବିଧା ଏବଂ ଯାତ୍ରୀମାନଙ୍କ ସମ୍ଭାବ୍ୟ ଭିଡ଼କୁ ଦୃଷ୍ଟିରେ ରଖି ଭାରତୀୟ ରେଳବାଇ ପକ୍ଷରୁ ମହାରାଷ୍ଟ୍ରର ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ରଥଯାତ୍ରା
