ସ୍କ୍ରବ୍ ଟାଇଫସ୍ ପାଇଁ ସ୍ୱତନ୍ତ୍ର ଗାଇଡ ଲାଇନ୍ ସୁନ୍ଦରଗଡ଼ ଓ ପାଲଲହଡାରେ ସ୍ଵାସ୍ଥ୍ୟ ବିଭାଗର ଟିମ୍
ସୁନ୍ଦରଗଡ଼ ଜିଲ୍ଲାରେ ଦିନକୁ ଦିନ ବଢୁଛି ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏବେ ସୁଦ୍ଧା ଜିଲ୍ଲାରେ ୮୦୦ରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ୫ ହଜାର ୬ ଶହ ଲୋକଙ୍କ ରକ୍ତ ନମୁନା ପରୀକ୍ଷା କରାଯାଇଛି।
