‘ବିଜେପି ସରକାରର ଅପାରଗତା ପାଇଁ ବଢୁଛି ଭିଡ ହିଂସା, ପୋଲିସ ସମ୍ପୂର୍ଣ୍ଣ ବିଫଳ’: ବାଣପୁର ଅଘଟଣକୁ ନେଇ ବର୍ଷିଲା ବିଜେଡି
ଭୁବନେଶ୍ୱର, ୩୦/୦୬/୨୦୨୬: ବିଜେପି ସରକାରରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ…
ଭୁବନେଶ୍ୱର, ୩୦/୦୬/୨୦୨୬: ବିଜେପି ସରକାରରେ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ…
ମଧ୍ୟପ୍ରଦେଶ ପାନ୍ନା ଜିଲ୍ଲାର ଆହିରଗାଓଁ ଅଞ୍ଚଳର ଜଣେ ଆଦିବାସୀ ଶ୍ରମିକ ରାକେଶ ଗୋଣ୍ଡ ଏବଂ ତାଙ୍କ ପରିବାର ଏକ ୧୧.୧୯ କ୍ୟାରେଟର ଉତ୍କୃଷ୍ଟମାନର ହୀରା ଆବିଷ୍କାର କରିଛନ୍ତି।
ଶ୍ରୀକ୍ଷେତ୍ରରେ ସ୍ନାନପୂର୍ଣ୍ଣିମା ପରେ ଚତୁର୍ଦ୍ଦାମୂର୍ତ୍ତି ଏବେ ଅଣସର ଘରେ। ମହାପ୍ରଭୁଙ୍କ ଗୁପ୍ତସେବା ଚାଲିଥିବାବେଳେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଅଲାରନାଥ। ପୁରୀ ଜିଲ୍ଲା ବ୍ରହ୍ମଗିରିସ୍ଥିତ ଅଲାରନାଥ ପୀଠରେ ଅନବସର ଦର୍ଶନ ଆରମ୍ଭ ହୋଇଯାଇଛି। ୧୦୮ କଳସରେ ମହାସ୍ନାନ ପରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଅଣସର ପିଣ୍ଡିରେ ଗୁପ୍ତସେବାରେ ଥିବାବେଳେ ଭକ୍ତମାନେ ବ୍ରହ୍ମଗିରିରେ ଅଲାରନାଥଙ୍କୁ ଦର୍ଶନ କରିଥାନ୍ତି ।
ମହାରାଷ୍ଟ୍ରର ସବୁ ସ୍କୁଲରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମରାଠୀ ବାଧ୍ୟତାମୂଳକ କରାଯାଇଛି। ମହାରାଷ୍ଟ୍ର ଶିକ୍ଷା ମନ୍ତ୍ରୀ ଦାଦା ଭୁସେ ସୋମବାର ଘୋଷଣା କରିଛନ୍ତି ଯେ ରାଜ୍ୟର ସମସ୍ତ ସ୍କୁଲରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ମରାଠୀ ଏକ ବାଧ୍ୟତାମୂଳକ ବିଷୟ ହେବ। ସେ କହିଛନ୍ତି ଯେ ନିର୍ଦ୍ଦେଶ ପାଳନ କରିବାରେ ବିଫଳ ହେଉଥିବା ଶିକ୍ଷାନୁଷ୍ଠାନଗୁଡ଼ିକ ବିରୁଦ୍ଧରେ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ।
ଦିଲ୍ଲୀରେ ବଢ଼ି ଚାଲିଥିବା ଅତ୍ୟଧିକ ବାୟୁପ୍ରଦୂଷଣକୁ ରୋକିବା ଓ ପରିବେଶ ଅନୁକୁଳ ଯାନବାହନକୁ ପ୍ରୋତ୍ସାହନ ଦେବା ପାଇଁ ଦିଲ୍ଲୀ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ରାଜ୍ୟ ସରକାର ନୂଆ ଇଲେକ୍ଟ୍ରିକ ଭେଇକଲ ପଲିସି -2026କୁ ମଞ୍ଜୁର କରିଛନ୍ତି।
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ପ୍ରତ୍ୟାହାର କରି ଛାତ୍ରଛାତ୍ରୀଙ୍କୁ…
ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଘରେ ପହଞ୍ଚି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
ଆଜି ଭୋର୍ ସମୟରେ ଭଷ୍ମା ଥାନା ସିଙ୍ଗେରମୁଣ୍ଡା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାର୍ (ଜେଏଚ୍ ୦୪ ଏଫ- ୮୬୩୯) ରାସ୍ତା କଡ଼ ପଡ଼ିଆକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି।
ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ରବିବାର ବିଳମ୍ବିତ ରାତିରେ, ପାକିସ୍ତାନ ଆଫଗାନିସ୍ତାନ ସୀମାରେ ଏକ ବଡ଼ ସାମରିକ କାର୍ଯ୍ୟାନୁଷ୍ଠାନ କରିଛି।
ଉତ୍ତରପ୍ରଦେଶ ନୋଇଡାର ହାଇ-ରାଇଜ୍ ଭବନରେ ଅଗ୍ନିକାଣ୍ଡ ଘଟିଛି। ନୋଇଡାର ଆରଣ୍ୟ ସୋସାଇଟି ସେକ୍ଟର-୧୧୯ର ଏକ ଆବାସିକ ଟାୱାରର ୨୧ ମହଲାରେ ସୋମବାର ଭୟଙ୍କର ନିଆଁ ଲାଗିଛି।
ପୁରୀ (ସତ୍ୟପାଠ ବ୍ୟୁରୋ): ଶେଷ ହେଲା ଭକ୍ତର ପ୍ରତୀକ୍ଷା । ରତ୍ନବେଦି ଛାଡ଼ି ସ୍ନାନବେଦିକୁ ବିଜେ କର…
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପାଠ୍ୟପୁସ୍ତକରେ ହୋଇଥିବା ତ୍ରୁଟି ଶିକ୍ଷା…
କୋଳି ତୋଳିବାକୁ ଯାଇଥିବାବେଳେ ବଜ୍ରପାତରେ ଚାଲିଗଲା ମା’-ଝିଅଙ୍କ ଜୀବନ। ରାଇଘର ବ୍ଲକ ଅନ୍ତର୍ଗତ ମୁଣ୍ଡିବେଡ଼ା ଗ୍ରାମପଞ୍ଚାୟତର ନିନାଶପାଣି ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ମା’ ଏବଂ ଝିଅ ହେଲେ ଦମୟନ୍ତୀ ମୁଦୁଲି (୫୦) ଓ ଚମ୍ପା ମୁଦୁଲି (୨୦)।
ସ୍ନାନ ପୂର୍ଣ୍ଣିମା ପରେ ମହାପ୍ରଭୁ ଜ୍ଵରରେ ପୀଡ଼ିତ ହୋଇ ୧୫ ଦିନ ପାଇଁ ଅଣସର ଘରକୁ ଚାଲିଯାଆନ୍ତି। ଏହି ଗୋପନୀୟତା ଓ ନିର୍ଜନତା ହେଉଛି ଆତ୍ମ-ନିରୀକ୍ଷଣର ପ୍ରତୀକ। ବାହ୍ୟ ଜଗତର କୋଳାହଳରୁ ଦୂରେଇ ଯାଇ ନିଜ ଅନ୍ତରାତ୍ମା ସହ ସଂଯୁକ୍ତ ହେବା ପାଇଁ ଏହା ମାନବକୁ ପ୍ରେରଣା ଦିଏ।
ମହାପ୍ରଭୁ ଯାତ୍ରା ସମୟରେ ଅନେକ ଅଳଙ୍କାର ପରିଧାନ କରିଥାନ୍ତି । ଏଥୁମଧ୍ୟରେ ଟାହିଆ ଅନ୍ୟତମ । ଶ୍ରୀବିଗ୍ରହମାନେ ସ୍ନାନଯାତ୍ରା, ରଥଯାତ୍ରା, ବାହୁଡ଼ାଯାତ୍ରା ସମେତ ଆଡ଼ପ ବିଜେ ଏବଂ ନୀଳାଦ୍ରି ବିଜେ ସମୟରେ ମସ୍ତକରେ ଟାହିଆ ପରିଧାନ କରିଥାନ୍ତି I ଟାହିଆ ମୁଖ୍ୟତଃ ସୋଲ, ବାଉଁଶକାଠି, ବିଭିନ୍ନ ପ୍ରକାର ଫୁଲରେ ନିର୍ମିତ ହୋଇଥାଏ।
ଦାରୁବ୍ରହ୍ମଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ବା ମଞ୍ଚସ୍ନାନ ଏକ ଶାସ୍ତ୍ରୀୟ ଭିତ୍ତିଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ ।
ଜ୍ୟେଷ୍ଠ ମାସ ପୂର୍ଣ୍ଣିମାକୁ ଦେବସ୍ନାନ ପୂର୍ଣ୍ଣିମା କୁହାଯାଏ। ଶାସ୍ତ୍ର ଅନୁଯାୟୀ, ଚତୁର୍ଦ୍ଧା ବିଗ୍ରହମାନେ ବର୍ଷରେ ଏହି ଗୋଟିଏ ଦିନ ପ୍ରତ୍ୟକ୍ଷ ସ୍ନାନ କରିଥାନ୍ତି। ତେଣୁ ଉକ୍ତ ଦିନକୁ ସ୍ନାନଯାତ୍ରା ବୋଲି କୁହାଯାଏ। ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତିଙ୍କୁ ପାରମ୍ପରିକ ରୀତିରେ ବେଦଧ୍ୱନି ପୂର୍ବକ ୧୦୮ କଳସୀ ଜଳରେ ସ୍ନାନ କରାଯାଏ।
ତାମିଲନାଡ଼ୁ ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣା କେନ୍ଦୁଝର ଜିଲ୍ଲାର ଆଉ ଜଣେ ଜୁଆଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି । ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି, ଆଖିବୁଜିଲେ ଆଉ ଜଣେ ଯୁବତୀଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଅନ୍ଧାରି ସାହିର ଜୁଆଙ୍ଗ ଯୁବତୀ ବୁଧୁବାରୀ ନାଏକ।