ପୁସ୍ତକରେ ମାଳମାଳ ତ୍ରୁଟି ପ୍ରସଙ୍ଗ : ଉନ୍ନୟନ କମିଶନରଙ୍କ ତନାଘନା
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ମାଳମାଳ ତ୍ରୁଟି ପ୍ରସଙ୍ଗରେ ତନାଘନା କରୁଛନ୍ତି ଉନ୍ନୟନ କମିଶନର। ଏନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ତଦନ୍ତ ରିପୋର୍ଟ।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟପୁସ୍ତକରେ ମାଳମାଳ ତ୍ରୁଟି ପ୍ରସଙ୍ଗରେ ତନାଘନା କରୁଛନ୍ତି ଉନ୍ନୟନ କମିଶନର। ଏନେଇ ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କୁ ଦିଆଯିବ ତଦନ୍ତ ରିପୋର୍ଟ।
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଗୁରୁବାର ବିଜେଡିରେ ମିଶିପାରନ୍ତି ସୁଜାତା ପାଣ୍ଡିଆନ। ବୁଧବାର ବରି…
ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ପାକିସ୍ତାନୀ ପ୍ରଶାସନ ଓ ସେନାର ଦମନଲୀଳା ବିରୋଧରେ ଆରମ୍ଭ ହୋଇଥିବା ଗଣଆନ୍ଦୋଳନ କ୍ରମାଗତ ୧୫ ଦିନରେ ପହଞ୍ଚିଛି। ହେଲେ ଏହି ଆନ୍ଦୋଳନ ଏବେ ଏକ ନୂଆ ମୋଡ଼ ନେଇଛି। ଏଥିରେ ସ୍କୁଲ ପିଲା ଓ ହଜାର ହଜାର ମହିଳା ମଧ୍ୟ ସାମିଲ ହୋଇ ପାକିସ୍ତାନ କବଳରୁ ମୁକ୍ତି ପାଇଁ ଦାବି କରିଛନ୍ତି।
ଭୁବନେଶ୍ୱର, (ସତ୍ୟପାଠ ବ୍ୟୁରୋ) ୨୩/୦୬/୨୦୨୬: ଗତ ୨ ବର୍ଷ ହେଲା ଆଶାୟୀ ଏସ୍ଏସ୍ ବି ଅଧ୍ୟାପକ, ଅଧ୍ୟ…
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର ଅଞ୍ଚଳରେ ଜଣେ ୨୨ ବର୍ଷୀୟା ମହି…
ଭୁବନେଶ୍ଵର : ରାଜ୍ୟରେ ସରକାରୀ ଇଞ୍ଜିନିୟର ଭାବେ କାର୍ଯ୍ୟରତ ଇଞ୍ଜିନିୟରଙ୍କ ପାଇଁ ସରକାରଙ୍କ ପ…
ଭୁବନେଶ୍ୱର, ୨୨/୦୬/୨୦୨୬: ଗତ ଶନିବାର ଦିନ ଗୋଳନ୍ଥରାରେ ଏକ ଘରୋଇ କଲେଜରେ ଜଣେ ନିରୀହ ଛାତ୍ରୀଙ୍କ ସ…
ଭଉଣୀର କଙ୍କାଳ ବୋହିବା ଘଟଣାରେ ଜିତୁ ମୁଣ୍ଡାଙ୍କୁ ଶେଷରେ ମିଳିଲା ନ୍ୟାୟ। ନବୀନଙ୍କ ଅଭିଯୋଗ ପରେ କେନ୍ଦ୍ର କଡା କାର୍ଯ୍ୟାନୁଷ୍ଠାନ ନେଇଛି । କେନ୍ଦୁଝରର ଜିତୁ ମୁଣ୍ଡାଙ୍କ କ୍ଲେମରେ ଅବହେଳା ପାଇଁ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କ ମ୍ୟାନେଜର ନିଲମ୍ବିତ କରାଯାଇଛି ।
ତାମିଲନାଡୁର ତିରୁଭଲ୍ଲୁରଠାରେ ଆମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ୭ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଓଡ଼ିଶାରୁ ୪ଜଣ ପ୍ରାଣ ହରାଇଛନ୍ତି। ସମସ୍ତ ମୃତକଙ୍କ ପରିବାରବର୍ଗଙ୍କୁ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରକୁ ସିଏମଆରଏଫରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।
ବହୁଚର୍ଚ୍ଚିତ ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲାରେ OAS ଭୀମସେନ ଟୁଡୁଙ୍କୁ ରିମାଣ୍ଡରେ ନେଲା ପୁଲିସ। ସୋମବାର OAS ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି JMFC-2 କୋର୍ଟ ।
କେନ୍ଦ୍ର ସରକାରଙ୍କ ସ୍ବଚ୍ଛ ଓ ହରିତ ବିଦ୍ୟାଳୟ ମୂଲ୍ୟାଙ୍କନ ପୁରସ୍କାର ପାଇଁ ରାଜ୍ୟର ୧୦ ବିଦ୍ୟାଳୟ ମନୋନୀତ ହୋଇଛି। ଓଡିଶାର ୧୦ ବିଦ୍ୟାଳୟକୁ ମିଳିଲା ଜାତୀୟ ମାନ୍ୟତା। ଭାରତ ସରକାରଙ୍କ ସ୍ବଚ୍ଛ ଓ ହରିତ ବିଦ୍ୟାଳୟ ମୂଲ୍ୟାଙ୍କନ (SHVR)୨୦୨୫-୨୬ ପୁରସ୍କାର ନିମନ୍ତେ ବିଦ୍ୟାଳୟ ଓ ଗଣଶିକ୍ଷା ଅଧୀନରେ ଥିବା ୧୦ ବିଦ୍ୟାଳୟକୁ ଚୟନ କରାଯାଇଛି।
ପଶ୍ଚିମବଙ୍ଗରେ ବିଜେପିର ବିପୁଳ ବିଜୟ ପରେ ଆଜି ବିଜେପି ସରକାରର ପ୍ରଥମ ବଜେଟ ଉପସ୍ଥାପନ ହୋଇଛି। ୨୦୨୬-୨୭ ବର୍ଷ ପାଇଁ ଶୁଭେନ୍ଦୁଙ୍କ ସରକାର ପ୍ରଥମ ବଜେଟ୍ ଉପସ୍ଥାପନ କରିଛନ୍ତି।
କର୍ତ୍ତବ୍ୟରେ ଅବହେଳା ଓ ବିଶୃଙ୍ଖଳା ଆଚରଣ ନେଇ ନୟାଗଡ଼ ଜିଲ୍ଲା ଶରଣକୁଳ ଥାନାର ପୂର୍ବତନ IICଙ୍କୁ ସସପେଣ୍ଡ କରିଛନ୍ତି ପୋଲିସ ଡିଜି। ନିଲମ୍ବିତ ଆଇଆଇସି ହେଲେ ସୁଜିତ କୁମାର ଦାସ।
ରାୟଗଡା କଲ୍ୟାଣସିଂହପୁରରେ ପିଲା ଚୋରି ଗୁଜବ ଯୋଗୁ ଘଟିଥିବା ଭିଡ଼ ହିଂସା ମାମଲା ଏବେ ରାଜ୍ୟ ଓ ଜାତୀୟ ଗଣମାଧ୍ୟମର ଶିରୋନାମାରେ ରହିଛି। ଏନେଇ ପ୍ରତିକ୍ରିୟା ଦେଇ ଦୋଷୀକୁ କଠୋର ଦଣ୍ଡ ଦିଆଯିବ ବୋଲି ସିଏଡବ୍ଲ୍ୟୁ ଏଡିଜି ଏସ୍ ସାଇନି କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ବହୁତ ଦୁଃଖଦ ଘଟଣା ଘଟିଛି। ଦୋଷୀକୁ ଦଣ୍ଡ ଦେବା ପାଇଁ ସବୁ ପ୍ରକାର ପଦକ୍ଷେପ ନିଆଯିବ।
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଗତ ମାର୍ଚ୍ଚ ମାସରେ ଅନୁଷ୍ଠିତ ରାଜ୍ୟସଭା ନିର୍ବାଚନରେ ହୋଇଥିଲା ଜୋ…
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ବ୍ରହ୍ମପୁର ସହର ଉପକଣ୍ଠ ଏକ ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ଛ…
ଧୀରେ ଧୀରେ ଆଗକୁ ବଢ଼ୁଛି ମୌସୁମୀ। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ତେବେ ୨୮ ତାରିଖରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ପାଣିପାଗ ବିଭାଗର ଆକଳନ କହୁଛି, ସୋମବାର ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଭାରି ବର୍ଷା ହୋଇପାରେ ।
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଚାଞ୍ଚଲ୍ୟକର…