କଳିଙ୍ଗ ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସ: ସାମିଲ ହେଲ ମୁଖ୍ୟମନ୍ତ୍ରୀ, କୋଲକାତାରୁ ଯୋଡ଼ିହେଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ଠାରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବ…
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ୍ଠାରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବ…
ବହୁଚର୍ଚ୍ଚିତ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ଭିଡ଼ ହିଂସା ଓ ବର୍ବରତା ଘଟଣା ଏବେ ଜାତୀୟ ଗଣମାଧ୍ୟମରେ ଶିରୋନାମା ପାଲଟିଥିବା ବେଳେ ଏନେଇ ପୋଲିସ କଡା ଆଭିମୁଖ୍ୟ ଗ୍ରହଣ କରିଛି ।
ବିଜେପି ସରକାରର ଦ୍ବିତୀୟ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ବାଗତ ଅଭିଭାଷଣ ରଖିଛନ୍ତି। ଗୋଟିଏ ମଞ୍ଚରେ ଉଭୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିବା ବେଳେ ଜନ୍ମଦିନ ଅବସରରେ ରାଷ୍ଟ୍ରପତିଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ୨୦୧୪ ପରଠୁ ପ୍ରଧାନମନ୍ତ୍ରୀ ଯେଉଁ ଯୋଜନା ଆଣିଛନ୍ତି, ସଫଳତା ମିଳିଚାଲିଛି।
ଓଡିଶାର ମୟୁରଭଞ୍ଜ ମାଟିରୁ ଲେଖା ହେଲା ନୂଆ ଇତିହାସ। ଗୋଟିଏ ମଞ୍ଚରେ ବସିଲେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ରାଜ୍ୟପାଳ ହରିବାବୁ କମ୍ଭମପାଟି ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୮ତମ ଜନ୍ମଦିନ ଅବସରରେ ତାଙ୍କ ଜନ୍ମମାଟିରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।
ପେପର ଲିକ୍ ଘଟଣା ପରେ ଏନଇଇଟି-୨୦୨୬ ପୁନଃପରୀକ୍ଷା ରବିବାର ଜୁନ୍ ୨୧ରେ ଅନୁଷ୍ଠିତ ହେବ। ଦେଶର ୨୨ ଲକ୍ଷ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେବେ। ପରୀକ୍ଷା ପୂର୍ବରୁ, ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ୱାରା ଏକ ବଡ଼ ଅବହେଳା ସାମନାକୁ ଆସିଛି । ପରୀକ୍ଷା ପୂର୍ବରୁ ନୂତନ ଆଡମିଟ୍ କାର୍ଡ ଜାରି କରାଯାଇଥିଲା। ନାଗପୁରର ଜଣେ ଛାତ୍ରଙ୍କୁ ଦୁବାଇର ଆବୁଧାବିରେ ପରୀକ୍ଷାକେନ୍ଦ୍ର ମିଳିଛି।
ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ସୋସିଆଲ ମିଡିଆର ଗୁଜବ, ଅନ୍ଧବିଶ୍ୱାସ ଓ ଆଇନକୁ ହାତକୁ ନେବାର ପ୍ରବୃ…
ଭୁବନେଶ୍ୱର, ୧୯/୦୬/୨୦୨୬: ଦୁର୍ନୀତି, ନାରୀ ନିର୍ଯାତନା, ବିଶୃଙ୍ଖଳା, ଚୋରି ଓ ରାହାଜାନି ଆଦି ଯେପର…
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): କଲ୍ୟାଣସିଂହପୁର ଭିଡ଼ ହିଂସା ଓ ବର୍ବରତା ଘଟଣା ପୁଣି ଥରେ ରାଜ୍ୟକୁ…
ମୟୂରଭଞ୍ଜରେ ପହଞ୍ଚିଲେ ରାଷ୍ଟ୍ରପତି। ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ତେବେ ପାଗ ଖରାପ ଯୋଗୁ ଆକାଶ ପଥରେ ନ ଆସି ସଡ଼କ ପଥରେ ଆସିଛନ୍ତି । ପ୍ରବଳ ବର୍ଷା ଯୋଗୁ କଲାଇକୁଣ୍ତାରେ ଅବତରଣ କରିଥିଲା ରାଷ୍ଟ୍ରପତିଙ୍କ ବିମାନ । ବର୍ଷା ଯୋଗୁଁ ରାଷ୍ଟ୍ରପତିଙ୍କ ଆସିବାରେ ବିଳମ୍ବ ହୋଇଥିଲା । ପ୍ରଥମଥର ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକାସାଙ୍ଗରେ ମୟୂରଭଞ୍ଜ ମାଟିରେ ପାଦ ଦେବେ । ରାଷ୍ଟ୍ରପତିଙ୍କ ଜନ୍ମଦିନ ଅବସରରେ ନିମନ୍ତ୍ରଣ ରକ୍ଷାକରି ପ୍ରଧାନମନ୍ତ୍ରୀ ୨୦ ତାରିଖରେ ରାଷ୍ଟ୍ରପତିଙ୍କ ଗାଆଁ ପାହାଡ଼ପୁରକୁ ଆସୁଛନ୍ତି ।
ମୟୂରଭଞ୍ଜ ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେଥିପାଇଁ ସ୍ୱାଗତ ଅପେକ୍ଷାରେ ରହିଛି ମୟୁରଭଞ୍ଜ। ଏ ନେଇ ଜୋରଦାର ପ୍ରସ୍ତୁତି ଜାରି ରହିଛି। ମୋଦୀଙ୍କ ଏହି ଗସ୍ତକୁ ନେଇ ଜିଲ୍ଲା ତଥା ରାଜ୍ୟବାସୀ ଉତ୍କଣ୍ଠାର ସହ ଅପେକ୍ଷା କରିଥିବା ବେଳେ ସୁରକ୍ଷା ବ୍ୟବସ୍ଥା ବ୍ୟାପକ କରାଯାଇଛି। ତେବେ କାର୍ଯ୍ୟସୂଚୀ ଅନୁସାରେ ଶନିବାର ପ୍ରାୟ ୧୧:୧୫ ଦିନ ସମୟରେ, ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୟୂରଭଞ୍ଜ ଜିଲ୍ଲାର ପାହାଡପୁର ଗ୍ରାମ ପରିଦର୍ଶନ କରିବେ। ଏହାପରେ ଉଭୟ ନେତୃତ୍ୱ ପବିତ୍ର ସାନ୍ତାଳୀ ଜାହେରା ଏବଂ ହୋ ଜାହେରା, ଦକ୍ଷତା କେନ୍ଦ୍ର ଏବଂ ପାହାଡପୁର ସ୍କୁଲରେ ପ୍ରାର୍ଥନା କରିବେ
ପଶ୍ଚିମବଙ୍ଗ ନିର୍ବାଚନରେ ସଫଳତା ପରେ ବିଜେପିର ନଜର ଏବେ ୟୁପି ଓ ପଞ୍ଜାବ ଉପରେ। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି। ବିଶେଷ କରି ଉତ୍ତର ପ୍ରଦେଶ ଓ ପଞ୍ଜାବ ଉପରେ ଦଳ ଅଧିକ ଧ୍ୟାନ ଦେଉଛି।
ବାଲିଅନ୍ତା ଲିଞ୍ଚିଂରେ କାହାର ବିଫଳତା? ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନିର୍ଦ୍ଧାରଣର କଥା କହିଥିଲ…
ଜୟପୁର (ସତ୍ୟପାଠ ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ କୋଟପାଡ଼ ବ୍…
ମୌସୁମୀର ଲୁଚକାଳି ଖେଳ ଭିତରେ ରାଜ୍ୟରେ ହିଟଓ୍ବେଭ ଜାରି ରହିଛି। ବର୍ତ୍ତମାନ ମୌସୁମୀ ଦୁର୍ବଳ ସ୍ଥିତିରେ ଥିବାବେଳେ ଯଥେଷ୍ଟ ବର୍ଷା ହୋଇ ନ ଥିବାରୁ ଅନେକ ସ୍ଥାନରେ ତାପମାତ୍ରା ଅଧିକ ରହୁଛି। ସକାଳୁ ଗରମ ଓ ଗୁଳୁଗୁଳିରେ ଲୋକେ ଅସ୍ତବ୍ୟସ୍ତ ହୋଇପଡୁଛନ୍ତି। ହିଟଓ୍ବେଭକୁ ଦେଖି ଖୋର୍ଦ୍ଧା ଜିଲ୍ଲାରେ ସକାଳୁଆ ସ୍କୁଲ ଘୋଷଣା କରାଯାଇଛି।
ଓଡିଶାର ବିଭିନ୍ନ ଡାକ୍ତରଖାନାରେ ୧୨୮ ଜଣ ମେଡିକାଲ ଅଫିସର ଓ ଡେଣ୍ଟାଲ ସର୍ଜନ ଦୀର୍ଘ ୫ ବର୍ଷରୁ ଅଧିକ ସମୟ ଧରି କାର୍ଯ୍ୟରେ ଅନୁପସ୍ଥିତ ରହିଛନ୍ତି। ସେମାନଙ୍କ ସ୍ଥିତି ବିଷୟରେ ଜଣାଇବା ପାଇଁ ଖବରକାଗଜରେ ଇସ୍ତାହାର ମଧ୍ୟ ଦିଆଯାଇଥିଲା। ସେମାନଙ୍କର ଏହି ଅନଧିକୃତ ଉପସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ସେମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି କନ୍ଧମାଳ ପୋଲିସ ହସ୍ପିଟାଲର ପୂର୍ବତନ ମେଡିକାଲ ଅଫିସର ଡାକ୍ତର ବିଚକ୍ଷଣା ପାଣିଗ୍ରାହୀଙ୍କୁ ମୁଖ୍ୟମନ୍ତ୍ରୀ ଚାକିରି ବହିଷ୍କୃତ କରିଛନ୍ତି। ଡାକ୍ତର ପାଣିଗ୍ରାହୀ ୨୦୧୨ ପରଠାରୁ ଅନଧିକୃତ ଭାବେ ଅନୁପସ୍ଥିତ ରହିଛନ୍ତି।
ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ। ପାଇଲଟ୍ ଗାଡ଼ି ହଠାତ୍ ବ୍ରେକ୍ ମାରି ଦେଇଥିବାବେଳେ ଏହି ଦୁର୍ଘଟଣା ହୋଇଥିବା ସୂଚନା ମିଳିଛି । ତେବେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୁରକ୍ଷିତ ଥିବା ଜଣାପଡିଛି ।
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି। ଆସନ୍ତାକାଲି ରାଇରଙ୍ଗପୁର ଗସ୍ତରେ …
ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ନୟାଗଡ଼ ଜିଲ୍ଳା ଶରଣକୁଳ ଥାନା ଅଧିକାରୀ ସୁଜିତ କୁମାର ଦାସଙ୍କ ନାମର…