ଭୁବନେଶ୍ୱର,୨୪/୫(ସତ୍ୟପାଠ ବ୍ୟୁରୋ): ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅରବିନ୍ଦ ପାଢ଼ୀ ଶୁକ୍ରବାର ଦାୟିତ୍ୱ ନେଇଛନ୍ତି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ଵ ଗ୍ରହଣ କେଲେ ଅରବିନ୍ଦ।
ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ ପରେ ସେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ।