ଆସନ୍ତାକାଲି ଘୋଷଣା ହେବ ନିର୍ବାଚନ ତାରିଖ, ଲାଗିବ ଆଦର୍ଶ ଆଚରଣ ବିଧି

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଆସନ୍ତାକାଲି ସାଧାରଣ ନିର୍ବାଚନ ପାଇଁ ଘୋଷଣା ହେବ ତାରିଖ। ଲୋକସଭା ଓ ଓଡିଶା ସମେତ କିଛି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହେବ।

ଏନେଇ ଅପରାହ୍ନ ୩ଟାରେ ନିର୍ବାଚନ କମିଶନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯିବ। ଏହି ସମୟରେ ମୁଖ୍ୟ ନିର୍ବାଚନ କମିଶନ ଇଲେକ୍ସନ ତାରିଖ ଘୋଷଣା କରିବେ। ନିର୍ବାଚନ ତାରିଖ ଘୋଷଣା ହେବା ସହିତ ଆସନ୍ତାକାଲିଠୁ ସରା ଦେଶରେ ଆଦର୍ଶ ଆଚରଣ ବିଧି ଲାଗୁ ହେବ|

Related Posts