‘ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ କୁଟୁମ୍ବ ଭତ୍ତା’ : ମୋହନ ମାଝୀ

ଭୁବନେଶ୍ୱର,୯/୮(ସତ୍ୟପାଠ ବ୍ୟୁରୋ):  କ୍ରାନ୍ତି ଦିବସ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ ଘୋଷଣା କରିଛନ୍ତି । ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ମିଳିବ ଭତ୍ତା । କୁଟୁମ୍ବ ଯୋଜନାରେ ଭତ୍ତା ପ୍ରଦାନ କରିବେ ରାଜ୍ୟ ସରକାର । ଏନେଇ ଖୁବ୍‌ ଶୀଘ୍ର ସ୍ୱାଧୀନତା ସଂଗ୍ରାମୀଙ୍କ ପରିବାରକୁ ଚିହ୍ନଟ କରାଯିବ। କ୍ରାନ୍ତି ଦିବସ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି ।

Related Posts